• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର ତିଥି –୬ଷ୍ଠୀ ରାତ୍ରି ୦୮/୪୭ ଗତେ ୭ମୀ ଚନ୍ଦ୍ର – ବିଛା ରାତ୍ରି ୦୩/୧୧ ଗତେ ଧନୁ ଘାତ ଚନ୍ଦ୍ର- ରାତ୍ରି ୦୩/୧୧ ଗତେ ତୁଳା , କୁମ୍ଭ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮/୪୭ ଗତେ ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ

Scorpio

ବିଛା

Saturday 01 Oct 2022

ବିଶାଖା – ଠିକ୍ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ

ଅନୁରାଧା – ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ

ଜ୍ୟେଷ୍ଠା – ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :