• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Tuesday 01 Oct 2024

ଅଶ୍ୱନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ

ଦ୍ୱିଜା- ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ

କୃତିକା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ 

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :