• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Tuesday 01 Oct 2024

କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି ।

ରୋହିଣୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।

ମୃଗଶିରା- ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :