• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Tuesday 01 Oct 2024

ଧନିଷ୍ଠା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ।

ଶତଭିଷା- ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ପୂ,ଭାଦ୍ରପଦ- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :