• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Tuesday 01 Oct 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ଉ,ଭାଦ୍ରପଦ- ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳା ମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ ।

ରେବତୀ- ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :