• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Tuesday 01 Oct 2024

ମୃଗଶିରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଆଦ୍ରା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ

ପୁନର୍ବସୁ- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :