• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Tuesday 01 Oct 2024

ପୁନର୍ବସୁ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁବି କ୍ଷତି କରିପାରନ୍ତି । ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି

ପୁଷ୍ୟା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ ।

ଅଶ୍ଲେଷା- ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :