• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Leo

ସିଂହ

Tuesday 01 Oct 2024

ମଘା- ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର‌୍ୟ୍ୟ ଶୁଭପ୍ରଦ ହେବ ।

ପୂ,ଫାଲଗୁନି- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଉ,ଫାଲଗୁନି- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :