• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Virgo

କନ୍ୟା

Tuesday 01 Oct 2024

ଉ,ଫାଲଗୁନି- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ

ହସ୍ତା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଚିତ୍ରା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଭଗବାନ୍କୁ ସ୍ମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :