• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Tuesday 01 Oct 2024

ଚିତ୍ରା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ସ୍ୱାତୀ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ

ବିଶାଖା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :