• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Tuesday 01 Oct 2024

ବିଶାଖା- ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।

ଅନୁରାଧା- ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।

ଜ୍ୟେଷ୍ଠା- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :