• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Tuesday 01 Oct 2024

ମୂଳା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର‌୍ୟ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ପୂ,ଷାଢା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

ଉ,ଘାଢା- ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର‌୍ୟ୍ୟ ଅତି ଶିଘ୍ର ପୂରଣ ହେବ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :