• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st October 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ-ବାଣିଜ୍ୟରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର,ଚନ୍ଦ୍ର- ସିଂହ ଦିବା ୦୪.୦୨ ଗତେ କନ୍ୟା ,ତିଥି- ୧୪ଶୀ ରାତ୍ରି ୦୭.୦୬ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୪.୦୨ ଗତେ ବୃଷ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Tuesday 01 Oct 2024

ଉ,ଷାଢା- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ।

ଶ୍ରବଣା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି

ଧନିଷ୍ଠା- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :