• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2022: ଆଜି ଏହି ରାଶିର ବ୍ୟକ୍ତିଙ୍କ ସହ ଲାଗିଥିବା ବିବାଦର ସମାଧାନ ହେବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ରାତ୍ରି ୧୨/୧୧ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Cancer

କର୍କଟ

Thursday 01 Sep 2022

ପୁନର୍ବସୁ - ଅନ୍ୟ ମାନଙ୍କ ସହିତ କଥା ହେବା ବେଳେ ଠିକ୍ ଭାଷା ପ୍ରୟୋଗ କରନ୍ତୁ

ପୁଷ୍ୟା – ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ

ଅଶ୍ଳେଷା - ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ

ପ୍ରତିକାର – ସକାଳୁ ଉଠି ଗୁରୁଜନଙ୍କୁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :