• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2022: ଆଜି ଏହି ରାଶିର ବ୍ୟକ୍ତିଙ୍କ ସହ ଲାଗିଥିବା ବିବାଦର ସମାଧାନ ହେବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ରାତ୍ରି ୧୨/୧୧ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Leo

ସିଂହ

Thursday 01 Sep 2022

ମଘା – ଜୀବନ ସାଥିଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହେବ

ପୂ , ଫାଲଗୁନୀ – ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ

ଉ ,ଫାଲଗୁନୀ – ରାଜନୀତିରେ ଆଗକୁ ଯିବେ

ପ୍ରତିକାର – ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :