• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2022: ଆଜି ଏହି ରାଶିର ବ୍ୟକ୍ତିଙ୍କ ସହ ଲାଗିଥିବା ବିବାଦର ସମାଧାନ ହେବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ରାତ୍ରି ୧୨/୧୧ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Virgo

କନ୍ୟା

Thursday 01 Sep 2022

ଉ , ଫାଲଗୁନୀ – ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି

ହସ୍ତା – ଅବିବାହିତଙ୍କ ବିବାହ ପାଇଁ ଶୁଭ ପ୍ରସ୍ତାବ ଆସିପାରେ

ଚିତ୍ରା –ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :