• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2022: ଆଜି ଏହି ରାଶିର ବ୍ୟକ୍ତିଙ୍କ ସହ ଲାଗିଥିବା ବିବାଦର ସମାଧାନ ହେବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ରାତ୍ରି ୧୨/୧୧ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Scorpio

ବିଛା

Thursday 01 Sep 2022

ବିଶାଖା – ଘରେ ବୟସ୍କ ବା ଗୁରୁଜନ ମାନଙ୍କ ସହିତ କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ

ଅନୁରାଧା – ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ

ଜ୍ୟେଷ୍ଠା – ବ୍ୟବସାୟୀ ମାନେ ମୂଳ ଧନରୁ କ୍ଷତି କରିପାରନ୍ତି

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :