Advertisment

Daily Horoscope 1st September 2022: ଆଜି ଏହି ରାଶିର ବ୍ୟକ୍ତିଙ୍କ ସହ ଲାଗିଥିବା ବିବାଦର ସମାଧାନ ହେବ

author-image
Pallipuspa Samal
Daily Horoscope 1st September 2022: ଆଜି ଏହି ରାଶିର ବ୍ୟକ୍ତିଙ୍କ ସହ ଲାଗିଥିବା ବିବାଦର ସମାଧାନ ହେବ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ରାତ୍ରି ୧୨/୧୧ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ