• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Taurus

ବୃଷ

Friday 01 Sep 2023

କୃତିକା- ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି।

ରାହିଣୀ-  ସାଙ୍ଗସାଥୀମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। କାମ ହାସଲରେ ନିଜ ଲୋକମାନେ ପ୍ରତିବନ୍ଧକ ସୃଷ୍ଟିଜନିତ ଅସୁବିଧାରେ ପକାଇପାରନ୍ତି ।

ମୃଗଶିରା- ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ