• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Pisces

ମୀନ

Friday 01 Sep 2023

ପୂ, ଭାଦ୍ରପଦ- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।

ଉ, ଭାଦ୍ରପଦ- ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ଦକ୍ଷତା ଓ ଦୃଢ଼ତା କେତେକ କ୍ଷେତ୍ରରେ ଆପଣଙ୍କୁ ସାହାଯ୍ୟ କରିବ । ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଲାଭକରିବେ।

ରେବତୀ- ଜମିଜମା କାରବାର ତଥା ଗଠନମୂଳକ କାର‌୍ୟ୍ୟରେ ଉଚ୍ଚ ପ୍ରଶଂସିତ ହେବେ। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ