• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Virgo

କନ୍ୟା

Friday 01 Sep 2023

ଉ- ଫାଲ୍‌ଗୁନୀ- ପ୍ରେମ ସମ୍ପର୍କରେ ଦୃଢତା ଆସିପାରେ । ବ୍ୟବସାୟରେ ଉନ୍ନ୍‌ତି କରିବେ । ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । 

ହସ୍ତା- କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଦୂରଯାତ୍ରାରେ ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। 

ଚିତ୍ରା- ଭଲ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି। ଋଣ ପରିଶୋଧ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାରେ କୌଣସି ଅସୁବିଧା ହେବ ନାହିଁ । ଦୂର ସ୍ଥାନରେ ଥିବା ଜମି କ୍ରୟ କରିପାନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ