• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Scorpio

ବିଛା

Friday 01 Sep 2023

ବିଶାଖା- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।  ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।

ଅନୁରାଧା- ଶିଳ୍ପ,ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାର ସାମର୍ଥ୍ୟ ହାସଲ କରିବାରେ ସମର୍ଥ ହେବେ। ବିଦ୍ୟାର୍ଥୀ ମାନଙ୍କ  ପାଠ ପଢାରେ ଅବହେଳା ଦେଖାଦେବ ।

ଜ୍ୟୋଷ୍ଠା- ଜମିଜମା କିମ୍ବା ଗୃହ ସମ୍ପର୍କୀୟ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ପରିବହନ କାର‌୍ୟ୍ୟ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି । ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। 

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ