• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ରବିବାର,ଚନ୍ଦ୍ର- କର୍କଟ ରାତ୍ରି ୦୯.୧୯ ଗତେ ସିଂହ ତିଥି- ୧୪ଶୀ ନିଶାନ୍ତ ୦୫.୨୨ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ରାତ୍ରି ୦୯.୪୯ ଗତେ କର୍କଟ ଓ ମକର ରାଶିର ,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 01 Sep 2024

ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ

ଉ, ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ରେବତୀ- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :