• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ରବିବାର,ଚନ୍ଦ୍ର- କର୍କଟ ରାତ୍ରି ୦୯.୧୯ ଗତେ ସିଂହ ତିଥି- ୧୪ଶୀ ନିଶାନ୍ତ ୦୫.୨୨ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ରାତ୍ରି ୦୯.୪୯ ଗତେ କର୍କଟ ଓ ମକର ରାଶିର ,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 01 Sep 2024

ପୁନର୍ବସୁ-ପଦ- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ

ପୁଷ୍ୟା- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି

ଅଶ୍ଳେଷା- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :