• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ରବିବାର,ଚନ୍ଦ୍ର- କର୍କଟ ରାତ୍ରି ୦୯.୧୯ ଗତେ ସିଂହ ତିଥି- ୧୪ଶୀ ନିଶାନ୍ତ ୦୫.୨୨ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ରାତ୍ରି ୦୯.୪୯ ଗତେ କର୍କଟ ଓ ମକର ରାଶିର ,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 01 Sep 2024

ଉ, ଷାଢା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ

ଶ୍ରବଣା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ

ଧନିଷ୍ଠା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :