Daily Horoscope 1st September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ରବିବାର,ଚନ୍ଦ୍ର- କର୍କଟ ରାତ୍ରି ୦୯.୧୯ ଗତେ ସିଂହ ତିଥି- ୧୪ଶୀ ନିଶାନ୍ତ ୦୫.୨୨ ଗତେ ଅମାବାସ୍ୟା ,ଘାତଚନ୍ଦ୍ର- ରାତ୍ରି ୦୯.୪୯ ଗତେ କର୍କଟ ଓ ମକର ରାଶିର ,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 01 Sep 2024

ଅଶ୍ୱନୀ- ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବାକୁ ପଡିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ।

ଦ୍ୱିଜା- ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ। ଭାଇ ବନ୍ଧୁ ମିତ୍ରଙ୍କ ସାହାର୍ଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ ।

କୃତିକା- ଆଶା ପୂରଣ ହେବାରେ ଜଣେ ସହକର୍ମୀ ସାହାଯ୍ୟ କରିବେ। ଅଭାବ, ଅଶାନ୍ତି ମଧ୍ୟରେ ସମୟ କାଟିବାକୁ ବାଧ୍ୟ ହୋଇପାରନ୍ତି । ଆପଣଙ୍କ ଧୈର‌୍ୟ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :