ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୮.୫୦ ଗତେ କନ୍ୟା,ତିଥି- ୧୨ଶୀ ରାତ୍ରି ୧୦.୪୧ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୮.୫୦ ଗତେ ବୃଷ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି୧୦.୪୧ ଗତେ ୨ ପାଦ-କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ
ପୁନର୍ବସୁ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।
ପୁଷ୍ୟା- କାର୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍
ଅଶ୍ଲେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨