ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୮.୫୦ ଗତେ କନ୍ୟା,ତିଥି- ୧୨ଶୀ ରାତ୍ରି ୧୦.୪୧ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୮.୫୦ ଗତେ ବୃଷ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି୧୦.୪୧ ଗତେ ୨ ପାଦ-କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ
ଉ,ଷାଢା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ ।
ଶ୍ରବଣା- ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ ।
ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮