Astrospeak
  • Live TV
  • Read In English

Daily Horoscope 20th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପରିବାରରେ ଉତ୍ତମ ବୁଝାମଣା ଦ୍ୱାରା ଉନ୍ନତି ଲାଭ କରିବେ । ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ । ବାଣିଜ୍ୟ ବ୍ୟବସାୟରେ ଆର୍ଥିକ କ୍ଷତି ସହିବାକୁ ପଡିପାରେ । ଚାହୁଁଥିବା ଦିଗରୁ ଅର୍ଥ ସହଯୋଗ ଆଶା ଭଣ୍ଡୁର ହୋଇଯିବ ।

Aries

ମେଷ

Sunday 20 Apr 2025

ଅଶ୍ୱନୀ- ମାନସିକ ଚାପରୁ ଦୂରେଇ ରୁହନ୍ତୁ । ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ ।  କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ । ଦ୍ୱିଜା- ପରିବାରକୁ ଖୁସି କରିବା ପାଇଁ ବହୁତ ପରିଶ୍ରମ କରିବେ । ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର୍ଯ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ । ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ । କୃତିକା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।

ପ୍ରତିକାର– ହନୁମାନଙ୍କ ଆରାଧନା କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ପରିବାରରେ ଉତ୍ତମ ବୁଝାମଣା ଦ୍ୱାରା ଉନ୍ନତି ଲାଭ କରିବେ ।  ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ । ବାଣିଜ୍ୟ ବ୍ୟବସାୟରେ ଆର୍ଥିକ କ୍ଷତି ସହିବାକୁ ପଡିପାରେ । ଚାହୁଁଥିବା ଦିଗରୁ ଅର୍ଥ ସହଯୋଗ ଆଶା ଭଣ୍ଡୁର ହୋଇଯିବ ।