• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨  ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Cancer

କର୍କଟ

Sunday 20 Aug 2023

ପୁନର୍ବସୁ - ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ।

ପୁଷ୍ୟା - ଅଫିସ୍ ସମ୍ବନ୍ଧୀୟ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ସରକାରୀ କ୍ଷେତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ ।

ଅଶ୍ଲେଷା - ପୈତୃକ ସମ୍ପତ୍ତିକୁ ଭାଇ-ଭାଇ ଭିତରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :