• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨  ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Leo

ସିଂହ

Sunday 20 Aug 2023

ମଘା - ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ ।

ପୂ-ଫାଲ୍ଗୁନୀ - ପିଲାମାନଙ୍କ ପାଠ ପଢାକୁ ନେଇ ଚିନ୍ତିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ । ଅଫିସ୍‌ରେ ଉପରିସ୍ଥ ଅଧିକାରୀଙ୍କର ସାହାର୍ଯ୍ୟ ସହଯୋଗ ପାଇବେ ।

ଉ-ଫାଲ୍ଗୁନୀ - ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଅର୍ଥାଭାବ ଯୋଗୁ ବିଚଳିତ ହେବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :