• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨  ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Libra

ତୁଳା

Sunday 20 Aug 2023

ଚିତ୍ରା - ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ ।

ସ୍ୱାତି - ପରକଥାରେ ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଚାକିରିରେ ଅସ୍ଥିରତା ମନ ରହିବ । ଉଚ୍ଚ ଶିକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ । ରାଜନୀତିରେ ମାନ ସମ୍ନାନ ବୃଦ୍ଧି ପାଇବ ।

ବିଶାଖା - ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି । ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :