• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨  ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Scorpio

ବିଛା

Sunday 20 Aug 2023

ବିଶାଖା - ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ। ପିଲାମାନଙ୍କ ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ ।

ଅନୁରାଧା - ଅଫିସରେ ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟର ଅପଚୟ କରିପାରନ୍ତି । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ ।

ଜ୍ୟୋଷ୍ଠା - ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :