• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2023: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨  ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ

Sagittarius

ଧନୁ

Sunday 20 Aug 2023

ଉୂଳା - ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ।

ପୂ, ଷାଢା - ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ ।

ଉ, ଷାଢା - ପଢାରେ ବନ୍ଧୁଙ୍କ ସାହାର୍ଯ୍ୟ ପାଇବେ । ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି । ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :