• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Aquarius

କୁମ୍ଭ

Tuesday 20 Aug 2024

ଧନିଷ୍ଠା- କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ।

ଶତଭିଷା- ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

ପୂ,ଭାଦ୍ରପଦ- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :