• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Pisces

ମୀନ

Tuesday 20 Aug 2024

ପୂ,ଭାଦ୍ରପଦ-ଧୀରେ ଧୀରେ ଆପଣଙ୍କର ସମ୍ପର୍କ ପ୍ରେମରେ ପରିପୂର୍ଣ୍ଣ ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।

ଉ,ଭାଦ୍ରପଦ- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ।

ରେବତୀ- ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ । ବିବାଦୀୟ ଘଟଣାକୁ ନେଇ ମନ ଅସ୍ଥିର ରହିବ । ବାଧ୍ୟ ବାଧକତାରେ କେତେକ କାମ କରିବାକୁ ବାଧ୍ୟ ହେବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :