• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Gemini

ମିଥୁନ

Tuesday 20 Aug 2024

ମୃଗଶିରା- ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବା ଉଚିତ୍‌।

ଆଦ୍ରା- ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପୁନର୍ବସୁ- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର‌୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ମହିଳା ମାନଙ୍କୁ ଭ୍ରମଣ ସୁଯୋଗ ଜୁଟିବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :