• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Cancer

କର୍କଟ

Tuesday 20 Aug 2024

ପୁନର୍ବସୁ- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ।

ପୁଷ୍ୟା- କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନୀତିରେ ଥିବା ବ୍ୟକ୍ତିମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ।

ଅଶ୍ଲେଷା- କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳାମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :