• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Leo

ସିଂହ

Tuesday 20 Aug 2024

ମଘା- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ।

ପୂ,ଫାଲଗୁନି- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ।

ଉ,ଫାଲଗୁନି- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :