• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Virgo

କନ୍ୟା

Tuesday 20 Aug 2024

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଇ ବନ୍ଧୁମାନେ ସାହାର୍ଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।

ହସ୍ତା- ଅଫିସରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବୁଦ୍ଧି ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।

ଚିତ୍ରା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ।

ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :