• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Libra

ତୁଳା

Tuesday 20 Aug 2024

ଚିତ୍ରା- ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନ କଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।

ସ୍ୱାତୀ- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ ।

ବିଶାଖା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ମହିଳାମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି।

ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :