• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Scorpio

ବିଛା

Tuesday 20 Aug 2024

ବିଶାଖା- ପ୍ରେମ ଏବଂ ଆକର୍ଷଣ ବଢ଼ିବା ସହିତ ଏକାଠି ବୁଲିବାକୁ ଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ।

ଅନୁରାଧା- କଠୋର ପରିଶ୍ରମ କଲେ ପଢାରେ ଆଗକୁ ବଢିପାରିବେ । ସମାଜ ସେବାରେ ସ୍ୱନାମ ଅର୍ଜନ କରିବେ । ବହୁତ ଅଯଥା ଭ୍ରମଣ କରିିବାକୁ ପଡିପାରେ ।

ଜ୍ୟେଷ୍ଠା- ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :