• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Sagittarius

ଧନୁ

Tuesday 20 Aug 2024

ମୂଳା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ।

ପୂ,ଷାଢା- ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ।

ଉ,ଷାଢା-ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଅସିବ । ରାଜନୀତିରେ ଆଶାକରିଥିବା ଖବର ପାଇ ଖୁସି ହୋଇଯିବେ । ମାଲିମୋକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :