• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Capricorn

ମକର

Tuesday 20 Aug 2024

ଉ,ଷାଢା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।

ଶ୍ରବଣା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗସ୍ତ କରିପାରନ୍ତି।

ଧନିଷ୍ଠା- ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :