Daily Horoscope 20th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି-ପ୍ରତିପଦ ରାତ୍ରି ୦୮.୩୩ ଗତେ ୨ୟା ।

Aries

ମେଷ

Tuesday 20 Aug 2024

ଅଶ୍ୱନୀ- ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।

ଦ୍ୱିଜା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମ୍ମାନ ପାଇବେ ।

କୃତିକା- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :