• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Taurus

ବୃଷ

Tuesday 20 Dec 2022

କୃତିକା - ବ୍ୟବସାୟରେ ଅନୁକୂଳ ବାତା ବରଣ ଆସିପାରେ । ସର୍ବଦା କାର୍ଯ୍ୟଶୀଳ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ

ରୋହିଣୀ- ମନକୁ ଉତ୍ସାହିତ ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ସତର୍କ ରହି କାର୍ଯ୍ୟ କରିବେ ସୁଫଳ ମିଳିପାରେ । ଛାତ୍ରଛତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି

ମୃଗଶିରା – ପ୍ରେମ ଓ ସାଂସାରିକ କ୍ଷେତ୍ରରେ ମଧୁର ସପଂର୍କ ରହିବ । ନିଜର ଆଦର୍ଶ ପ୍ରତିଷ୍ଠା ମୁଖ୍ୟ କାମନା ହେବ । କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି । ବିରେଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :