• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Aquarius

କୁମ୍ଭ

Tuesday 20 Dec 2022

ଧନିଷ୍ଠା – ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାର୍ଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଦେବୀମାତାଙ୍କ ପ୍ରତି ଆସ୍ଥା ବଢିବ

ଶତଭିଷା – ଛାତ୍ର ମାନେ ମୈଳିକ ବୁ୍‌ଦ୍ଧିର ଉପଯୋଗ କରିବେ । ବାରମ୍ବାର ଚେଷ୍ଟା କରି କିଛିଟା ସୁଫଳ ପାଇବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍‌ଦ୍ଧି ଫେରିଆସିବ

ପୂ , ଭାଦ୍ରପଦ – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅନ୍ୟ କାହାର ସହେଯାଗ ନପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଭୁଲବୁଝାବଣା ହେତୁ ସମସ୍ୟା ବଢିପାରେ

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :