• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Leo

ସିଂହ

Tuesday 20 Dec 2022

ମଘା – ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ

ପୂ , ଫାଲଗୁନୀ - ଅଧିକାର ଜାହିର କରିବା ପ୍ରବୃତରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି ଦେଖାଦେଇ ପାରେ । ବିରୋଧୀ ମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ଘରୋଇ କଂପାନୀରେ ଚାକିରି ମିଳିପାରେ

ଉ ,ଫାଲଗୁନୀ – ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ପାରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :