• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Virgo

କନ୍ୟା

Tuesday 20 Dec 2022

ଉ , ଫାଲଗୁନୀ – ଅଧିକ ସମୟ ପୂଜା ପାଠରେ ବିତିବ । ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ

ହସ୍ତା – ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । କାର୍ଯ୍ୟରେ ଭାଗ୍ୟର ସହଯୋଗ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ଚିତ୍ରା –ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କାମରେ ନୂଆ ପ୍ରଦର୍ଶନ କରିବେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :