• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Dec 2022: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ

Scorpio

ବିଛା

Tuesday 20 Dec 2022

ବିଶାଖା – କାର୍ଯ୍ୟକ୍ଷେତ୍ରରେ ଆମଦାନିି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ

ଅନୁରାଧା – ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍‌ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୈାଣସି କାମକୁ ମୂଳରୁ ଆରମ୍ଭ କରିବେ । ଜମିଜମା କାରବାରରେ ଠକାମୀରେ ପଡିବେ । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ

ଜ୍ୟେଷ୍ଠା – ନୂଆ ବ୍ୟବସାୟ ପାଇଁ ଶୁଭ ଦିନ ରହିବ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :